Surprise Me!

ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନ

2021-02-18 20 Dailymotion

ଷୋଡଶ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଆଜି ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ବିଜେପି ଓ କଂଗ୍ରେସର ସଦସ୍ୟମାନେ ପହଞ୍ଚିଥିଲେ । ଏ ହେଉଛି ସେହି ସମୟର ଦୃଶ୍ୟ ।<br />#Odisha #OdishaBudget2021 #OdishaLegislativeAssembly #BudgetSession<br />

Buy Now on CodeCanyon