କଳାହାଣ୍ଡି ଜିଲ୍ଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରି ବେଆଇନ ବାଲି ଚାଲାଣ ହେଉଥିବା ଅଭିଯୋଗ ହୋଇଛୁ । କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି ।