ମୟୂରଭଞ୍ଜକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ୪୨୦କୋଟି ଟଙ୍କାର ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ
2025-05-13 97 Dailymotion
ଆଜି ମୟୂରଭଞ୍ଜରେ ୪୨୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।