ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି । ଏହା ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଉପରେ ପ୍ରଭାବ ପକାଇପାରେ । ତେବେ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ କି ନାହିଁ ।