ବିଶ୍ବ ପ୍ରସିଦ୍ଧ ରଥଯାତ୍ରା 2025, ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
2025-05-27 6 Dailymotion
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ । ଏହାସହ ସମସ୍ତ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି ମୋହନ ସରକାର ।