ବ୍ରହ୍ମପୁର ଏମକେସିଜି ମେଡିକାଲରେ ଡାକ୍ତରୀ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ତଦନ୍ତ ପରେ ଦୁଇ ହାଉସ ସର୍ଜନଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜରିମାନା ।