ଜୁନ ୧୧ରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ଶୃଙ୍ଖଳିତ ନୀତିକାନ୍ତି ଓ ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।