ସମ୍ବଲପୁର କୃଷକ ସୁରକ୍ଷା ସଂଗଠନ ଓ ପଶ୍ଚିମ ଓଡିଶା କୃଷକ ସଂଗଠନ ସମିତି ପକ୍ଷରୁ ଜାତୀୟ ରାଜପଥ ଅବରୋଧ କରିଥିଲେ । ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି ।