ରାଜ୍ୟରେ ସକ୍ରିୟ ମୌସୁମୀ ବାୟୁ । ଆଗାମୀ ସାତ ଦିନ ପାଇଁ ବର୍ଷା ଜାରି ରହିବ ବୋଲି ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।