ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ବିଭିନ୍ନ ବିଭାଗ ରେମୁଣା ମେଡିକାଲ କଲେଜକୁ ସ୍ଥାନାନ୍ତର ହେବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ ।