ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡା଼ ଯାତ୍ରା । ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଶେଷ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ବାହୁଡା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଶେଷ ହୋଇଛି ।