ମାଲକାନଗିରି ଜିଲ୍ଲା ମୋଟୁ ଅଞ୍ଚଳରେ କାର୍ଯ୍ୟରତ ଓ୍ବେବ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ସାମ୍ବାଦିକ ସିଏଚ ନରେଶଙ୍କ ଗଲା ଜୀବନ ।