ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ନାବାଳିକାକୁ 3 ଜଣ ଦୁର୍ବୃତ୍ତ ଜାଳି ଦେବାକୁ ଉଦ୍ୟମ କରିଛନ୍ତି । ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର ।