ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ପୀଡିତା ନାବାଳିକାଙ୍କ ସହ ତାଙ୍କ ପରିବାର ଲୋକ ମଧ୍ୟ ଦିଲ୍ଲୀ ଯାଇଛନ୍ତି ।