ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ 24 ରୁ 27 ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।