ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ଆଧାରରେ ଭୁବନେଶ୍ବର ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍ ଅଫିସର ସାର୍ଥକ ସୌରଭ ମହାପାତ୍ର ।