ବୌଦ୍ଧ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗର MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ଚଢାଉ । ଲକ୍ଷ ଲକ୍ଷ ଟଙ୍କା ଜବତ ।