ଅବସର ପୂର୍ବରୁ ବିଦା ହେବେ ଅପାରଗ ସରକାରୀ ବାବୁ । ଏହାକୁ ନେଇ ସବୁ ବିଭାଗକୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ।