ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ।