ଆସନ୍ତା 27 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ପାଣିପାଗ ବିଭାଗ ।