ସମଲେଶ୍ୱରୀଙ୍କ ପାଖରେ ପହଞ୍ଚିଲା ନୂଆଁ ଧାନ । ନୁଆଁଖାଇ ଦିନ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କଠାରେ ହେବ ନବାନ୍ନ ଅର୍ପଣ ।