ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ଓଡ଼ିଶା ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।