Surprise Me!

ଆସନ୍ତା 6ରେ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗ ଦେବେ

2025-09-04 4 Dailymotion

ଆସନ୍ତା 6 ତାରିଖ ସମ୍ବଲପୁର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମଲେଶ୍ୱରୀ ମନ୍ଦିର ପରିସରରେ ଅନୁଷ୍ଠିତ ହେବାକୁ ଥିବା ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ ।

Buy Now on CodeCanyon