କେନ୍ଦ୍ରାପଡ଼ାରେ ବନ୍ୟା ବିପତ୍ତି: ପାଣିଘେରରେ ୨୦ରୁ ଉର୍ଦ୍ଧ୍ବ ପଞ୍ଚାୟତ, ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ
2025-09-06 0 Dailymotion
ଖରସ୍ରୋତା ଓ କାଣୀ ନଦୀରେ ବନ୍ୟା ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଓ ରାଜକନିକା ବ୍ଲକ ବିଶେଷ ପ୍ରଭାବିତ ହୋଇଛି । ୨୦ରୁ ଉର୍ଦ୍ଧ୍ବ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷ ଜମି ବୁଡ଼ିଯାଇଛି।