ନୂଆପଡ଼ା ବିଧାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋହନ, ନବୀନଙ୍କ ସମେତ ବହୁ ନେତା
2025-09-08 6 Dailymotion
ସ୍ୱର୍ଗତଃ ଢୋଲକିଆ ୨୦୦୪, ୨୦୦୯, ୨୦୧୯ ଓ ୨୦୨୪ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ତତ୍କାଳୀନ ନବୀନ ପଟ୍ଟନାୟକ ସରକାରରେ ଯୋଜନା ଓ ସଂଯୋଜନା ବିଭାଗରେ କ୍ୟାବିନେଟ୍ ମନ୍ତ୍ରୀ ହୋଇଥିଲେ।