ଆଜି ଅକ୍ଷୟ କୁମାରଙ୍କ 58ତମ ଜନ୍ମଦିନ । ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି ।