ବିଦାୟ ନେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ଓ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ।