ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ସହ ଯୁବଶକ୍ତିଙ୍କୁ ସଶକ୍ତ ଓ ଆତ୍ମନିର୍ଭର କରିବା ପାଇଁ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।