ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ । ସେ ଦିନ ସୂର୍ଯ୍ୟୋଦୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଲାଗିବ ୭୫ ଲକ୍ଷ ବୃକ୍ଷ ।