ଶୋକ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗତ କରିଥିଲେ । ଦିବଂଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା ।