କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ାରେ ବାପା ପୁଅ ମାଛ ମାରିବା ପାଇଁ ସମୁଦ୍ରକୁ ଯାଇଥିଲେ । ବଜ୍ରପାତ ଘଟି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ନିଖୋଜ ଅଛି ।