ମୂଳ ରତ୍ନଭଣ୍ଡାରକୁ ଫେରିଲା ମହାପ୍ରଭୁଙ୍କର ରତ୍ନ ଅଳଙ୍କାର । ରାଜ୍ୟ ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ଆସିଲେ ନୂଆ ମାର୍ଗଦର୍ଶିକା ଅନୁଯାୟୀ ରତ୍ନ ଅଳଙ୍କାରର ଗଣତି ମଣତି କରାଯିବ