ଆହୁରି ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଅବପାତ ରୂପ ନେବ । ମାଲକାନଗିରି, କୋରାପୁଟ, କଳାହାଣ୍ଡି ଜିଲ୍ଲାକୁ ରେଡ୍ ଆଲର୍ଟ ।