ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।