"୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି। ଗତକାଲି ବାତିଲ ହୋଇଥିବା ପୋଲିସ SI ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି।"