ପାଟଣେଶ୍ବରୀଙ୍କ ବଏଲ ଯାତ୍ରା ଅନୁଷ୍ଠିତ ହୋଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ।