Surprise Me!

ରାଜ୍ୟରେ ଜାରି ରହିଛି ବର୍ଷା, ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ

2025-10-03 3 Dailymotion

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ।

Buy Now on CodeCanyon