ଗଜପତି ଭୂସ୍ଖଳନ ସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟିଲେ ବ୍ରହ୍ମପୁର ସାଂସଦ, ଭାସି ଯାଇଥିବା କାର ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
2025-10-04 2 Dailymotion
ଭୂସ୍ଖଳନରେ କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟି ସମବେଦନା ଜଣାଇବା ପାଇଁ ବ୍ରହ୍ମପୁର ସାଂସଦ ଡ ପ୍ରଦୀପ ପାଣିଗ୍ରାହୀ ଗଜପତି ଜିଲ୍ଲା ଗସ୍ତରେ ଆସି ଫେରିଯାଇଛନ୍ତି ।