୧୦ ବର୍ଷ ଧରି ଶ୍ରୀମନ୍ଦିର ପ୍ରଶାସନର ଅନୁମୋଦନ କ୍ରମେ ମହାକାର୍ତ୍ତିକ ମାସରେ ମହାପ୍ରଭୁଙ୍କ କୋଠଭୋଗ ପାଇଁ ପିପିଲିରୁ ଶ୍ରଦ୍ଧାଳୁମାନେ ଶହଶହ ସଂଖ୍ୟାରେ ନଡ଼ିଆ ପଠାଇଥାନ୍ତି ।