ବନ୍ୟାପ୍ରାଣୀ ସଂରକ୍ଷଣରେ ଉଲ୍ଲେଖନୀୟ ଅବଦାନ ପାଇଁ ଡ ଶରତ ଚନ୍ଦ୍ର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ବନ୍ୟାପ୍ରାଣୀ ସଂରକ୍ଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି ।