ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ପୁରସ୍କାର ପାଇବାରୁ ବଞ୍ଚିତ ହୋଇଛନ୍ତି । ତେବେ ଭେନେଜୁଏଲାର ମାରିଆ କୋରିନା ମାଚାଡୋ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ।