ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ଜୟ ଢୋଲକିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଦଳ ।