ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର 17 ପରଠୁ ପାଗ ଶୁଖିଲା ରହିବ ।