ଉପନିର୍ବାଚନ ପାଇଁ ନୂଆପଡ଼ା ଚଳଚଞ୍ଚଳ । ଆଜି ବିଜେପି ଏବଂ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଭରିଥିବା ବେଳେ, ନିର୍ବାଚନମଣ୍ଡଳୀରେ ପହଞ୍ଚିଛନ୍ତି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ।