"ରାଜ୍ୟରେ ପୋଲିସ ବିଜେପିର ସ୍ୱାର୍ଥରକ୍ଷା ପାଇଁ କାର୍ଯ୍ୟ କରୁଛି। ବିଜେଡି ଏହାର ଦୃଢ଼ ନିନ୍ଦା କରିବା ସହ ଏହାକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇବ।"