8 ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି ବନ୍ଦ ନିଷ୍ପତ୍ତି । ଏସବୁ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ସରକାର ।