ରାଜ୍ୟ ଅତିଥି ଭବନରେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିବେ ଓବିସି କମିଶନ ଅଧ୍ୟକ୍ଷ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କଲେ ।