କାଲିଠୁ ପବିତ୍ର ପଞ୍ଚୁକ ବ୍ରତ, ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା
2025-11-01 3 Dailymotion
ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଞ୍ଚୁକ ନୀତି ସହିତ ବିଭିନ୍ନ ବେଶ ଅନୁଷ୍ଠିତ ହେବ । ତେଣୁ ଶୃଙ୍ଖଳିତ ଦର୍ଶନ ଏବଂ ଶୃଙ୍ଖଳିତ ନୀତିକାନ୍ତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା ।