Surprise Me!

କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ଜଗିବେ ୪୫ ପ୍ଲାଟୁନ୍ ପୋଲିସ ଫୋର୍ସ

2025-11-04 4 Dailymotion

କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବ । ଶୃଙ୍ଖଳିତ ଢଙ୍ଗରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ।

Buy Now on CodeCanyon