ସକାଳୁ ମହାନଦୀ ପଠାରୁ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହେବା ସହିତ ସଂଧ୍ୟାରେ ରହିଛି ବାଲିଯାତ୍ରାର ଉଦଘାଟନୀ ଉତ୍ସବ । ଚଳିତ ବର୍ଷ 8 ଦିନ ଧରି ଚାଲିବ ଐତିହାସିକ ବାଲିଯାତ୍ରା ।